ଭୁବନେଶ୍ୱର– ଭକ୍ତ ସୁର ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭଗବାନ ଶ୍ରୀକୃଷ୍ଣଙ୍କର ଅନନ୍ୟ ଭକ୍ତ ସୁର ଦାସଙ୍କ ଜନ୍ମ ଜୟନ୍ତୀରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO