ଭୁବନେଶ୍ୱର– କିଟ୍ରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ କହିଛନ୍ତି ଯେ, କିଟ ପ୍ରସଙ୍ଗ ଆମେ ବିଧାନସଭାରେ ଉଠାଇଥିଲୁ । ଯେ କୌଣସି ଲୋକର ମୃତ୍ୟୁ ଆମକୁ ଛୋଟ କରିଦିଏ । କଣ ଘଟଣା ଘଟିଛି ତାକୁ ଅନୁଧ୍ୟାନ କରିବୁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO