ଭୁବନେଶ୍ୱର– ସ୍ୱାଧୀନତା ସଂଗ୍ରାମୀ ଧରଣୀଧର ନାଏକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ୍ ସ୍ଵାଧୀନତା ସଂଗ୍ରାମୀ ତଥା ବିପ୍ଳବୀ ଧରଣୀଧର ନାଏକ (ଭୂୟାଁ)ଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।