
ଭୁବନେଶ୍ୱର– ଆଜି ତା ଦିବା ୧୧ଘଟିକା ସମୟରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଆସନ୍ତା ମଦର୍ସ ଡେ 2025 ଉପଲକ୍ଷେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ ହାସଟାଗର ଶୁଭାରମ୍ଭ କରାଯିବ।
ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ରହିବେ।