ଭୁବନେଶ୍ୱର– ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ଖୁସି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି । ଆଣ୍ଡାମାନ ଛୁଇଁବା ପରେ ଆଜି ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢିବ ମୌସୁମୀ ବାୟୁ । ଏହାପରେ ନିକୋବର ଦ୍ୱୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ।