ଭୁବନେଶ୍ୱର– ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ଖୁସି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି । ଆଣ୍ଡାମାନ ଛୁଇଁବା ପରେ ଆଜି ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢିବ ମୌସୁମୀ ବାୟୁ । ଏହାପରେ ନିକୋବର ଦ୍ୱୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO