
ଭୁବନେଶ୍ୱର, ‘ପଦ୍ମଭୂଷଣ’ ସ୍ଵର୍ଗତ କାଳିନ୍ଦୀଚରଣ ପାଣିଗ୍ରାହୀଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ ‘ପଦ୍ମଭୂଷଣ’ ସ୍ଵର୍ଗତ କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା ଏବଂ ସାହିତ୍ୟର ଗରିମା ବୃଦ୍ଧିରେ ତାଙ୍କର ଅମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।