
ଗଞାମ– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ସୁନ୍ଦରଗଡ଼ ଜିଲ୍ଲାର ଖଣି ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ସହ ଓଡ଼ିଶାର ସମସ୍ତ ଖଣି ମାଫିଆଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନକୁ ନେଇ ଆଜି ବ୍ରହ୍ମପୁର ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର, ଗଞ୍ଜାମ ଜିଲ୍ଲା ସଭାପତି ସରୋଜ ସାବତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ପ୍ରମୁଖ ଏହି ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇଥିଲେ ।