ଭୁବନେଶ୍ୱର– ଓଡ଼ିଶାରେ ଖୋଲିବ ସାଇବର କ୍ରାଇମ କମାଣ୍ଡ ସେଂଟର । ପୋଲିସ୍ ମହାନିର୍ଦ୍ଦେଶକ ୱାଇ. ବି ଖୁରାନିଆ ଏହି ସୂଚନା ଦେଇଛନ୍ତି। ସୋମବାର ୧୪ଟି ସାଇବର ଥାନାଧିକାରୀଙ୍କୁ ନେଇ ୪ଦିନିଆ କର୍ମଶାଳା ଆରମ୍ଭ ହୋଇଛି। କର୍ମଶାଳା ଅବସରରେ ଡିଜିପି ଏହି ସୂଚନା ଦେଇଛନ୍ତି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO