
ଭୁବନେଶ୍ୱର– ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ସୁସ୍ଥ, ଦୀର୍ଘାୟୁ ଓ ନିରାମୟ ଜୀବନ ପାଇଁ କାମନା କରୁଛି।