
ଭୁବନେଶ୍ୱର, ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପବିତ୍ର ଶୀତଳ ଷଷ୍ଠୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ଶୀତଳ ଷଷ୍ଠୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଦେବ ଦମ୍ପତ୍ତିଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।