
ଭୁବନେଶ୍ୱର– ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଜଂଳି ଜ୍ଞାପନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।