
ଭୁବନେଶ୍ୱର– ପଦ୍ମଭୂଷଣ ଡ. ପ୍ରାଣକୃଷ୍ଣ ପରିଜାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ୍ ପଦ୍ମଭୂଷଣ ଡ. ପ୍ରାଣକୃଷ୍ଣ ପରିଜାଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।