
ଭୁବନେଶ୍ୱର– ପଦ୍ମଭୂଷଣ ଡ. ପ୍ରାଣକୃଷ୍ଣ ପରିଜାଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ବୈଜ୍ଞାନିକ , ମହାନ ଶିକ୍ଷାବିତ ପଦ୍ମଭୂଷଣ ଡ. ପ୍ରାଣକୃଷ୍ଣ ପରିଜାଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।