ଭୁବନେଶ୍ୱର– ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିର ଚାରିପାଖରେ ଥିବା ଓ ଭବିଷ୍ୟତରେ ନିର୍ମାଣ ହେବାକୁ ଥିବା କୋଠାବାଡ଼ି ପାଇଁ ହେଉ ସ୍ୱତନ୍ତ୍ର ନୀତି ନିର୍ଦ୍ଧାରଣ। ଏନେଇ ପଦକ୍ଷେପ ନେବାକୁ ନଗର ଉନ୍ନୟନ ବିଭାଗକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।