ଭୁବନେଶ୍ୱର– ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO