ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ମହାନ ସ୍ବାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।