
ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି l