ଭୁବନେଶ୍ୱର– ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।