
ଭୁବନେଶ୍ୱର– ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜୟ ଜଗନ୍ନାଥ । ପବିତ୍ର ‘ଦେବସ୍ନାନ ପୂର୍ଣ୍ଣିମା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁଙ୍କ ପାଖରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା କରୁଛି ।