
ଭୁବନେଶ୍ୱର– ବ୍ୟାସକବି ଫକିର ମୋହନ ସେନାପତିଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷାର ତ୍ରାଣକର୍ତ୍ତା ବ୍ୟାସକବି ଫକିର ମୋହନ ସେନାପତିଙ୍କ ପୁଣ୍ୟତିଥିରେ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷାର ସୁରକ୍ଷା ଓ ସମାଜ ସଂସ୍କାର ଦିଗରେ ତାଙ୍କର ଅବଦାନ ଅତୁଳନୀୟ।