
ଭୁବନେଶ୍ୱର– ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମା’ ପାଟଣେଶ୍ୱରୀଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରୁଛି।