
ଭୁବନେଶ୍ୱର– ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।