
ଭୁବନେଶ୍ୱର, ଓଡିଶା କୃଷି ଓ ବୈଷୟିକ ବିଶ୍ଵ ବିଦ୍ୟାଳୟ “କୃଷି ଶିକ୍ଷା ସଦନ” ଠାରେ ରାଜ୍ୟ ସରକାରଙ୍କ ପାଞ୍ଚଟି ବିଭିନ୍ନ ବିଭାଗ ଯଥା-ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟଜଳ ଯୋଗାଣ ବିଭାଗ ଏବଂ ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ କନିଷ୍ଠ ଯନ୍ତ୍ରୀ ଏବଂ ଅନ୍ୟ ପଦବୀ ପାଇଁ ଚୟନ ହୋଇଥିବା ପ୍ରାର୍ଥୀ,ପ୍ରାର୍ଥିନୀଙ୍କ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏଥିରେ ଯୋଗଦାନ କରିବେ ।