
ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରାମୀ ନିତ୍ୟାନନ୍ଦ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ ସ୍ୱର୍ଗତ ନିତ୍ୟାନନ୍ଦ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।