
ଭୁବନେଶ୍ୱର– ପୂର୍ବତନ ବିଧାୟକ ସ୍ୱର୍ଗତ ମଦନମୋହନ ଦତ୍ତଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବରିଷ୍ଠ ନେତା ତଥା ବାଲେଶ୍ଵର ସଦରର ପୂର୍ବତନ ବିଧାୟକ ସ୍ୱର୍ଗତ ମଦନମୋହନ ଦତ୍ତଙ୍କ ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ।