
ଭୁବନେଶ୍ୱର– ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଜଗତସିଂହପୁର ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମା’ ଶାରଳା ଆପଣଙ୍କୁ ସୁସ୍ଥ ଓ ଦୀର୍ଘାୟୁ କରନ୍ତୁ ଏବଂ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।