
ନୂଆଦିଲ୍ଲୀ– ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ।