ଭୁବନେଶ୍ୱର– ଗୋପାଳପୁର ଗଣଦୁଷ୍କର୍ମ ମାମଲାକୁ ନେଇ ସରକାର କଡ଼ା ଆଭିମୁଖ୍ୟ ଆପଣାଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ଗିରଫ ହୋଇ ସାରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଖୁବ୍ ଶୀଘ୍ର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।