ଭୁବନେଶ୍ୱର– ଗୋପାଳପୁର ଗଣଦୁଷ୍କର୍ମ ମାମଲାକୁ ନେଇ ସରକାର କଡ଼ା ଆଭିମୁଖ୍ୟ ଆପଣାଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ଗିରଫ ହୋଇ ସାରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଖୁବ୍ ଶୀଘ୍ର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO