
ଭୁବନେଶ୍ୱର– ରଥଯାତ୍ରା ପ୍ରସ୍ତୁତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ପୂର୍ବାହ୍ନ ୧୧ଟାରେ ପୁରୀ ପୌରସଦନରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀ । ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ପରିବହନ ଉପରେ ହେବ ଆଲୋଚନା । ଏହା ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ହେବ ଆଲୋଚନା ।