
ଭୁବନେଶ୍ୱର– ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ଶିକ୍ଷାବିତ, ପ୍ରଖର ରାଷ୍ଟ୍ରବାଦୀ ବିଚାରକ, ଭାରତୀୟ ଜନସଂଘର ପ୍ରତିଷ୍ଠାତା ଓ ଆମର ପଥ ପ୍ରଦର୍ଶକ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସରେ ଭାବପୂର୍ଣ୍ଣ ଶ୍ରଦ୍ଧାଂଜଳି ।