
ଭୁବନେଶ୍ୱର– ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ଶ୍ରୀ ନିଶ୍ଚଳାନନ୍ଦ ସରସ୍ଵତୀ ମହାଭାଗଙ୍କର ପ୍ରାକଟ୍ୟ ଦିବସରେ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୁରୀ ପୀଠାଧୀଶ୍ୱର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ଶ୍ରୀ ନିଶ୍ଚିଳାନନ୍ଦ ସରସ୍ୱତୀ ମହାରାଜଙ୍କ 83ତମ ପ୍ରାକଟ୍ୟ ଦିବସ ଅବସରରେ ତାଙ୍କ ଶ୍ରୀଚରଣରେ ପ୍ରଣାମ କରୁଛି ।