
ଭୁବନେଶ୍ୱର– ‘ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ‘ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି।