ଭୁବନେଶ୍ୱର– ପବିତ୍ର ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରଥଯାତ୍ରା ଅବସରରେ ସଭିଙ୍କୁ ମୋର ଶୁଭେଚ୍ଛା ଜଣାଉଛି।