ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରଥଯାତ୍ରା ଅବସରରେ ସିଂହ ଦ୍ୱାରଠାରେ ଓଡ଼ିଶା ପୋଲିସ୍ ର କରୁଣା ଅନୁଷ୍ଠାନ ଆନୁକୁଲ୍ୟରେ ଆୟୋଜିତ ଟଙ୍କତୋରାଣି ବଂଟନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବଂଟନ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO