
ଭୁବନେଶ୍ୱର– ସାଂସଦ ଶ୍ରୀ ଅଭିମନ୍ୟୁ ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭଦ୍ରକର ସାଂସଦ ଅଭିମନ୍ୟୁ ସେଠୀ ଙ୍କୁ ତାଙ୍କ ଶୁଭ ଜନ୍ମଦିନ ଅବସରରେ ମୋର ହାର୍ଦ୍ଧିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ସୁସ୍ଥ, ଦୀର୍ଘାୟୁ ଓ ନିରାମୟ ଜୀବନ ପାଇଁ କାମନା କରୁଛି।