
ଭୁବନେଶ୍ୱର– ସାଂସଦ ଅଭିମନ୍ୟୁ ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।