ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ଉକ୍ତ କମିଟି ଅନ୍ତର୍ଗତ ସବ୍କମିଟିମାନଙ୍କର ୨୦୧୮-୧୯ ବର୍ଷର ଚିଠା ରିପୋର୍ଟଗୁଡ଼ିକୁ ଚୂଡାନ୍ତ କରିବା ସଂପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଭାରତୀୟ ଜନତା ଦଳର ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀଙ୍କ ସମେତ କମିଟିର ସଭ୍ୟ ଓ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ ।
Related Stories
December 12, 2024