ଭୁବନେଶ୍ୱର, ଆଜି ଶ୍ରୀଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଶ୍ରୀଜୀଉଙ୍କ ‘ସୁନାବେଶ’ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ ସମସ୍ତଙ୍କର ମଙ୍ଗଳ କରନ୍ତୁ, ଏହା କାମନା । ଜୟ ଜଗନ୍ନାଥ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO