
ଭୁବନେଶ୍ୱର, ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀରେତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ରାଷ୍ଟ୍ରଭକ୍ତ, ଭାରତୀୟ ଜନସଂଘର ସଂସ୍ଥାପକ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ଅଖଣ୍ଡତା ପାଇଁ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।