
ଭୁବନେଶ୍ୱର– ମହାପ୍ରଭୁଙ୍କ ‘ଅଧର ପଣା ନୀତି’ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ‘ଅଧର ପଣା ନୀତି’ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ କାମନା କରୁଛି । ଜୟ ଜଗନ୍ନାଥ ।