
ଭୁବନେଶ୍ୱର– ରାଜନାଥ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ, ଅତୁଟ ଶକ୍ତି ଓ ଦିବ୍ୟ ମାର୍ଗଦର୍ଶନ କରନ୍ତୁ ।