
ଭୁବନେଶ୍ୱର– ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ ଜାରି ହୋଇଛି ।