
ସୂଚନା ଅନୁଯାୟୀ, ଆଜି ସକାଳେ ସମ୍ପୃକ୍ତ ଚାଳକ କାର୍ ନେଇ ରାମପୁରରୁ ଡ଼ୁଙ୍ଗୁରିପାଲି ଯାଉଥିଲେ । ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ କ୍ଷେତ ମଧ୍ୟକୁ ପଶିଯାଇ ଓଲଟି ପଡିଥିଲା । ସମ୍ପୃକ୍ତ ଗାଡ଼ି ଚାଳକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
