ପୁରୀ: ପୁରୀ ବେଳାଭୂମି ରେ ବାଲୁକା ମାଧ୍ୟମରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୬୯ ବୟସ ର ହେଇ ଗଲେଣି।
Related Stories
May 2, 2024