
ଭୁବନେଶ୍ୱର– କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଉତ୍ତୋରତ୍ତର ଉନ୍ନତିର କାମନା କରୁଛି।