
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ | ମହାପ୍ରଭୁ ଙ୍କ ଦର୍ଶନ ସମୟରେ ସାଙ୍ଗରେ ଥିଲେ ଶ୍ରୀମନ୍ଦିର ବରିଷ୍ଠ ସିଂହାରୀ ସେବକ ମଧୁସୂଦନ ସିଂହାରୀ, ପୁରୀ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ସମେତ ଅନ୍ୟ ଅଧିକାରୀ |