
-
କାର୍ଯ୍ୟକ୍ରମରେ ଯୋଗ ଦେବେ ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
ଭୁବନେଶ୍ୱର ,ଆସନ୍ତାକାଲି ତା ୧୯/୦୯/୨୦୨୫ରିଖରେ ବ୍ରହ୍ମପୁର ରେଳ ଷ୍ଟେସନରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଦ୍ଵିତୀୟ ଟ୍ରେନରେ ୭୭୫ ବରିଷ୍ଠ ନାଗରିକ ଓ ୨୫ ଜଣ ଏସ୍କର୍ଟ ଅଧିକାରୀ ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ପ୍ରଦାନ କରିବେ ।