ଭୁବନେଶ୍ୱର – କୋଣାର୍କରେ କାରୁକାର୍ଯ୍ୟ ବିଶିଷ୍ଟ ପଥର ବଦଳା ଯିବା ଅଭିଯୋଗ ପରେ ରାଜ୍ୟର ସଂସ୍କୃତି ସଚିବ ମନୋରଂଜନ ପାଣିଗ୍ରାହୀ ସମେତ ଚାରି ଜଣିଆ ଟିମ କୋଣାର୍କ ମନ୍ଦିର ଯାଇ ଅନୁଧ୍ୟାନ କରିଛନ୍ତି । ଏହି ଟିମ ଅନୁଧ୍ୟାନ କରିବା ପରେ ତାର ରିପୋର୍ଟ ରାଜ୍ୟ ସରକାରଙ୍କୁ ଦେବ ବୋଲି ଜଣା ପଡିଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
